• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2023: ଏହି ରାଶିର ମହିଳାମାନେ କୌଣସି ଅଜଣା ବିପଦରେ ପଡ଼ି ପାରନ୍ତି !

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।

Libra

ତୁଳା

Sunday 22 Oct 2023

ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ ।

ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି ।

ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୁଖ ଉପଭୋଗ କରିବେ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :