• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2023: ଏହି ରାଶିର ମହିଳାମାନେ କୌଣସି ଅଜଣା ବିପଦରେ ପଡ଼ି ପାରନ୍ତି !

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।

Scorpio

ବିଛା

Sunday 22 Oct 2023

ବିଶାଖା – ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତିଷ୍ଠି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।

ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର‌୍ୟ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ ।

ଜ୍ୟେଷ୍ଠା – ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :