• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2023: ଏହି ରାଶିର ମହିଳାମାନେ କୌଣସି ଅଜଣା ବିପଦରେ ପଡ଼ି ପାରନ୍ତି !

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।

Sagittarius

ଧନୁ

Sunday 22 Oct 2023

ମୂଳା – ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ କିଛି ସମସ୍ୟା ଦେଖାଦେବ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ ।

ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।

ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳା ମାନେ କୌଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :