• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2023: ଏହି ରାଶିର ମହିଳାମାନେ କୌଣସି ଅଜଣା ବିପଦରେ ପଡ଼ି ପାରନ୍ତି !

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।

Capricorn

ମକର

Sunday 22 Oct 2023

ଉ , ଷାଢା - ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ

ଶ୍ରବଣା – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।

ଧନିଷ୍ଠା – କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :