Daily Horoscope 22nd October 2023: ଏହି ରାଶିର ମହିଳାମାନେ କୌଣସି ଅଜଣା ବିପଦରେ ପଡ଼ି ପାରନ୍ତି !

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।

Aries

ମେଷ

Sunday 22 Oct 2023

ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।

ଦ୍ୱିଜା – ଛାତ୍ରଛାତ୍ରୀମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର୍ଯ୍ୟ ହେବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।

କୃତିକା – ନୂଆ ଜମି କ୍ରୟ କରିବେ । ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।

ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :