• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2023: ପକେଟ ମାର ପ୍ରତି ସାବଧାନ, ବିବାଦୀୟ କଥାରେ ମୁଣ୍ଡ ନଖେଳେଇବା ଭଲ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Friday 27 Oct 2023

ଅଶ୍ୱନୀ- ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ ।

ଦ୍ୱିଜା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । କଳାକ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ ।

କୃତିକା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :