• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2023: ପକେଟ ମାର ପ୍ରତି ସାବଧାନ, ବିବାଦୀୟ କଥାରେ ମୁଣ୍ଡ ନଖେଳେଇବା ଭଲ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Friday 27 Oct 2023

କୃତିକା- ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । ଶାରିରୀକ ଦୁର୍ବଳତା ଦେଖାଦେବ । ବନ୍ଧୁମାନଙ୍କ ପରିସର ବୃଦ୍ଧି ପାଇବ ।

ରୋହିଣୀ- କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ପଢାପଢିରେ ସମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ ।

ମୃଗଶିରା- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :