• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2023: ପକେଟ ମାର ପ୍ରତି ସାବଧାନ, ବିବାଦୀୟ କଥାରେ ମୁଣ୍ଡ ନଖେଳେଇବା ଭଲ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Friday 27 Oct 2023

ପୂ, ଭାଦ୍ରପଦ- ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ ।

ଉ, ଭାଦ୍ରପଦ- ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ । ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ ।

ରେବତୀ- ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟରେ ଲାଗିରହିଥିବା ପ୍ରତିଦ୍ୱନ୍ଦିତା କମ୍ ହେବ ।

ପ୍ରତିକାର – ଗରିବ ଲୋକଙ୍କୁ ସହାୟତା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :