• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2023: ପକେଟ ମାର ପ୍ରତି ସାବଧାନ, ବିବାଦୀୟ କଥାରେ ମୁଣ୍ଡ ନଖେଳେଇବା ଭଲ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।