• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2023: ପକେଟ ମାର ପ୍ରତି ସାବଧାନ, ବିବାଦୀୟ କଥାରେ ମୁଣ୍ଡ ନଖେଳେଇବା ଭଲ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Friday 27 Oct 2023

ମୃଗଶିରା- ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧାଜନକ ହେବ । କୌଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ,ବ୍ୟବସାୟରେ ସଫଳତା ଲାଭ କରିବେ ।

ଆଦ୍ରା- ବନ୍ଧୁ ମାନଙ୍କ ସହିତ ପୂର୍ବ ମାମଲା ସମାଧାନ କରିବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ ।

ପୁନର୍ବସୁ- ପ୍ରେମପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମହିଳାମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି, ଦଲାଲକୁ ଯଥେଷ୍ଟ ଲାଭ ମିଳିବ ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :