• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2023: ପକେଟ ମାର ପ୍ରତି ସାବଧାନ, ବିବାଦୀୟ କଥାରେ ମୁଣ୍ଡ ନଖେଳେଇବା ଭଲ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Friday 27 Oct 2023

ପୁନର୍ବସୁ- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।

ପୁଷ୍ୟା- ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଚାକିରି କ୍ଷେତ୍ରରେ ଆପଣଙ୍କ ଭଲ କାମ ଦେଖି ସହକର୍ମୀ ମାନେ ଇର୍ଷାପରାୟଣ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ଅଶ୍ଳେଷା- ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :