• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2023: ପକେଟ ମାର ପ୍ରତି ସାବଧାନ, ବିବାଦୀୟ କଥାରେ ମୁଣ୍ଡ ନଖେଳେଇବା ଭଲ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Friday 27 Oct 2023

ମଘା- ପାରିବାରି ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ ।

ପୂ- ଫାଲ୍‌ଗୁନୀ- ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ପାରିବାରିକ ଜୀବନରେ ପତ୍ନୀ ପୀଡ଼ା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ ।

ଉ- ଫାଲ୍‌ଗୁନୀ- ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱାରା ଅଭିଳାଷା ପୂରଣ ହେବ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । ମହିଳା ମାନେ ଧର୍ମପରାୟଣ ହେବେ ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :