• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2023: ପକେଟ ମାର ପ୍ରତି ସାବଧାନ, ବିବାଦୀୟ କଥାରେ ମୁଣ୍ଡ ନଖେଳେଇବା ଭଲ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।

Libra

ତୁଳା

Friday 27 Oct 2023

ଚିତ୍ରା- କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।

ସ୍ୱାତୀ- ଛାତ୍ରଛାତ୍ରୀମାନେ ପଢା ପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ ।

ବିଶାଖା- ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :