• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2023: ପକେଟ ମାର ପ୍ରତି ସାବଧାନ, ବିବାଦୀୟ କଥାରେ ମୁଣ୍ଡ ନଖେଳେଇବା ଭଲ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Friday 27 Oct 2023

ବିଶାଖା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରିରେ ସ୍ଥାନନାଶ ଯୋଗ ରହଛି । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ଅନୁରାଧା- ବିଦ୍ୟାର୍ଥୀମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରିବାରର ସମପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

ଜ୍ୟୋଷ୍ଠା- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :