• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th October 2023: ପକେଟ ମାର ପ୍ରତି ସାବଧାନ, ବିବାଦୀୟ କଥାରେ ମୁଣ୍ଡ ନଖେଳେଇବା ଭଲ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୧୩ଶୀ ପ୍ରାତଃ ୦୬.୫୭ ଗତେ ୧୪ଶୀ (କ୍ଷୟ) । ରାତ୍ରି ୦୪.୧୭ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତ ବାର – ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Friday 27 Oct 2023

ମୂଳା- ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ। ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

ପୂ, ଷାଢା- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ ।

ଉ, ଷାଢା- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :