• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Aries

ମେଷ

Sunday 29 Oct 2023

ଅଶ୍ୱନୀ- ପରିସ୍ଥିତିବଶତଃ କଠୋର ବାକ୍ୟାଳାପରୁ ଦୂରେଇ ରହିବା ଭଲ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହେବେ । ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ପ୍ରତିପଦକ୍ଷେପରେ ବାଧା ସୃଷ୍ଟି କରିପାରେ ।

ଦ୍ୱିଜା- କୌଣସି ଜିନିଷଟି ପାଇଁ ସହକର୍ମୀଙ୍କ ମଧ୍ୟରେ ତର୍କ ଓ ବିବାଦ ବଢ଼ିପାରେ । ଦୀର୍ଘଦିନର ଆଶା ଫଳବତୀ ହେବା ସୂଚନା ପାଇ ମନ ପ୍ରଫୁଲ୍ଲ ହୋଇଯିବ । ଆକସ୍ମିକ ଭାବରେ ଶତ୍ରୁମାନେ ମିତ୍ରଭାବ ପୋଷଣ କରିବାର ଅନୁଭବ କରିବେ ।

କୃତିକା- କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ‍ବିବାଦୀୟ ସ୍ଥିତି, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟ ଲାଭ ନିଶ୍ଚିତ । ଦୀର୍ଘଦିନରୁ ଲାଗି ରହିଥିବା ମାଲି ମକଦ୍ଦମାର ଫଇସଲା ସମ୍ଭାବନା ରହିଛି ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :