• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Taurus

ବୃଷ

Sunday 29 Oct 2023

କୃତିକା- ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ଉପୁଜିପାରେ। ପ୍ରତ୍ୟେକ କ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖିଲେ ମଧ୍ୟ ପ୍ରତିବନ୍ଧକ ପିଛା ଛାଡିବ ନାହିଁ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

ରୋହିଣୀ- ସାଧାରଣ ବ୍ୟତିକ୍ରମକୁ ବାଦ୍ ଦେଲେ ଦିନଟି ମନ୍ଦ ହେବନି । ପଡ଼ୋଶୀ, ଆତ୍ମୀୟ ସ୍ୱଜନଙ୍କ ଦ୍ୱାରା ସାହାଯ୍ୟ, ସହଯୋଗଲାଭର ସୂଚନା ରହିଛି । ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।

ମୃଗଶିରା- ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ ଦୂର ହେବ । ଆତ୍ମୀୟଙ୍କ ଅନାଦରଭାବ, ଅସ୍ଥିରତାଯୁକ୍ତ ନିଷ୍ପତ୍ତି, ମନକୁ ହଲଚଲ କରିପାରେ। ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :