• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Sunday 29 Oct 2023

ଧନିଷ୍ଠା- ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ । ବିଭିନ୍ନ ପ୍ରକାର ସୁଖ ଓ ବିଳାସବ୍ୟସନ ଦିଗକୁ ମନ ଚାହିଁବ। ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ।

ଶତଭିଷା- ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି ପାଇବେ । ଅର୍ଥ ସମ୍ପର୍କ ଓ ଜମିବାଡ଼ିକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ । ପ୍ରତିଯୋଗିତା, ବ୍ୟବସାୟ ବାଣିଜ୍ୟ, ମକଦ୍ଦମା ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ ।

ପୂ,ଭାଦ୍ରପଦ- ହଠାତ୍ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ। ଲେଖାପଢ଼ା ତଥା ପ୍ରକାଶନ ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :