• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Gemini

ମିଥୁନ

Sunday 29 Oct 2023

ମୃଗଶିରା- ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ । ଶିଳ୍ପ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ଫଳ ପ୍ରାପ୍ତି ହୋଇପାରେ । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।

ଆଦ୍ରା- ଉପର ମନରେ ମିତ୍ରଭାବ ଦେଖାଉଥିବା ବନ୍ଧୁମାନେ ପଛରେ ସରଳତାର ସୁଯୋଗ ଲାଭରେ ରହିବେ। ସାମାଜିକ ସ୍ତରରେ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତ ହେବେ। ସାଧାରଣ କଥାରେ ପଡ଼ୋଶୀଙ୍କ ସହ ମନାନ୍ତର ଦେଖା ଦେଇପାରେ।

ପୁନର୍ବସୁ- କୌଣସି ଧର୍ମକାର୍ଯ୍ୟ, ଆନୁଷ୍ଠାନିକ କାମ, କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ର ସମସ୍ୟାର ସରଳ ସମାଧାନ ହୋଇଯିବ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ସବୁ ଠିକ୍ ହୋଇଯିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :