• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Cancer

କର୍କଟ

Sunday 29 Oct 2023

ପୁନର୍ବସୁ- ଆକସ୍ମିକ ଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।

ପୁଷ୍ୟା- ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ଅଶ୍ଲେଷା- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ । ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ ସକାଶେ ଅନୁକୂଳତା ଅନୁଭବ କରିବେ ।

ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :