• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Leo

ସିଂହ

Sunday 29 Oct 2023

ମଘା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଲୋକପ୍ରିୟତା ରହିଥିବାରୁ କଠିନତର କାମକୁ ମଧ୍ୟ ସହଜରେ କରିପାରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାର୍ଯ୍ୟହାସଲ ପୂର୍ବକ ଉପକୃତ ହେବେ।

ପୂ,ଫାଲଗୁନି- କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ସତ କହିବାକୁ କଦାପି ପଛେଇ ରହି ପାରିବେ ନାହିଁ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କଳା, ସାହିତ୍ୟ, ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ

ଉ,ଫାଲଗୁନି- ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ବନ୍ଧୁ ପରିଜନଙ୍କ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :