• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Virgo

କନ୍ୟା

Sunday 29 Oct 2023

ଉ,ଫଳଗୁନି- ବନ୍ଧୁଙ୍କ ସହ ଆକସ୍ମିକ ଭ୍ରମଣ ସୁଯୋଗ ଲାଭକରିବେ। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବା ହେତୁ ସାମାନ୍ୟ ଖୁସିର ଝଲକ ପରିଲକ୍ଷିତ ହେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ ।

ହସ୍ତା- ରାଜନୈତିକ ସ୍ତରରେ ହଠାତ୍ ବିରାଧୀ ପକ୍ଷ ସକ୍ରିୟ ହୋଇପାରନ୍ତି। ପଡ଼ୋଶୀଙ୍କ ଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଆବଶ୍ୟକତାନୁଯାୟୀ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି ।

ଚିତ୍ରା- ପବ୍ଲିକକେଶନ, ପ୍ଲଟିଂ କାରବାର, ଚୁକ୍ତିପତ୍ର କ୍ଷେତ୍ରରେ ସଫଳତା ମିଳିବ। କୌଣସି ଅସୁବିଧା ନ ଥିଲେ ମଧ୍ୟ ଅତୀତ ଘଟଣାକୁ ନେଇ ମନ ଦୁଃଖରେ ରହିବେ। ସ୍ୱାସ୍ଥ୍ୟ ସମସ୍ୟା, ପାରିବାରିକ ମତାନ୍ତର, ମନରେ ଭାବାନ୍ତର ସୃଷ୍ଟି କରିବ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :