• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Libra

ତୁଳା

Sunday 29 Oct 2023

ଚିତ୍ରା- ସ୍ୱାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ସୃଷ୍ଟି କରିପାରେ। ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରିବାରିକ କ୍ଷେତ୍ରରେ ସହମତି ଭିତ୍ତିରେ କାମ କରିବା ଭଲ।

ସ୍ୱାତୀ- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ଅଫିସ୍ କାମରେ ଅବହେଳା ଦେବାକୁ ପଡ଼ିପାରେ।

ବିଶାଖା- ଅପୂରଣୀୟ ଆଶା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। ସବୁ କିଛି ଭୁଲି ଅନ୍ୟମାନଙ୍କୁ ଆପଣେଇ ନେବେ। କଥା ଓ କାମରେ ଫରକ ରହିଲେ ମଧ୍ୟ ମୁହଁ ସାମ୍ନାରେ କହିପାରିବେ ନାହିଁ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :