• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Scorpio

ବିଛା

Sunday 29 Oct 2023

ବିଶାଖା- କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ବାଣିଜ୍ୟ, ବ୍ୟବସାୟ କାରବାରରେ ଉନ୍ନତି କରିବେ। ରୋଗର ଦାଉ, ଋଣବୋଝ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।

ଅନୁରାଧା- ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି କାମ ହାସଲ କରିବାର ସୌଭାଗ୍ୟ ଅର୍ଜନ କରିପାରନ୍ତି । ପ୍ରଶଂସା ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି ।

ଜ୍ୟେଷ୍ଠା- ଯାହା ଆଶା କରୁଛନ୍ତି ତାହା ପାଇବେ। ସଭାସମିତି, ବନ୍ଧୁ ସମ୍ପର୍କ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :