• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Sagittarius

ଧନୁ

Sunday 29 Oct 2023

ମୂଳା- ଦୁଃସ୍ଥ ପରିବେଶରେ ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହି ନପାରେ।

ପୂ,ଷାଢା- ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବାର ସୂଚନା ରହିଛି । ଛାତ୍ରୀମାନେ ପଢାରେ ଆଗକୁ ଯିବେ ।

ଉ,ଷାଢା- ଅନ୍ୟମନସ୍କ ଜନିତ କୌଣସି ଭୁଲ୍ କାମକରି ଅନୁତପ୍ତ ହେବାକୁ ପଡ଼ିପାରେ । ପଦପଦବୀ ଲାଭ ସାଙ୍ଗକୁ ଲକ୍ଷ୍ୟ ହାସଲ ଦିଗରେ ଆଗେଇ ଚାଲିବେ । ସାହିତ୍ୟ ଚର୍ଚ୍ଚା, ମନୋରଞ୍ଜନ, ପ୍ରଶାସନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :