• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th October 2023: ଦାମ୍ପତ୍ୟରେ ତିକ୍ତତା, କର୍ମକ୍ଷେତ୍ରରେ ଯୁକ୍ତିତର୍କ ସମ୍ଭାବନା...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ପ୍ରତିପଦ ରାତ୍ରି ୧୧.୫୩ ଗତେ ୨ ୟାଘାତ ଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ରାତ୍ରି ୧୧.୫୩ ଗତେ ୨ ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୪.୪୧ ଗତେ କୃତ୍ତିକା ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।

Capricorn

ମକର

Sunday 29 Oct 2023

ଉ,ଷାଢା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।

ଶ୍ରବଣା- ସୁମଧୁର କଥା ସମସ୍ୟାର ସମାଧାନ, ଅର୍ଥଲାଭ, ସମ୍ମାନ, କାର୍ଯ୍ୟସିଦ୍ଧି କରାଇବ। ଠିକ୍ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।

ଧନିଷ୍ଠା- ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :