• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th October 2023: ଚାକିରିରେ ଶୁଭଫଳ,ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।

Taurus

ବୃଷ

Monday 30 Oct 2023

କୃତିକା- ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରିପାରିବେ । ସ୍ୱାସ୍ଥ୍ୟ ସମସ୍ୟା ମାନସିକ ସ୍ଥିତିକୁ ବିଷାଦ ଗ୍ରସ୍ତ କରିପାରେ । ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି ।

ରୋହିଣୀ- ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହେଯାଗୀ ମାନଙ୍କର ସାହାର୍ଯ୍ୟ ସହଯୋଗ ମିଳିବ । ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି ।

ମୃଗଶିରା-କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇପାରିବେ ।

 ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :