• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th October 2023: ଚାକିରିରେ ଶୁଭଫଳ,ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Monday 30 Oct 2023

ଧନିଷ୍ଠା- ହଠାତ୍ କୌଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।

ଶତଭିଷା- ରୋଗି ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।

ପୂ,ଭାଦ୍ରପଦ- ଗୁପ୍ତ ଶତ୍ରୁ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳାମାନେ ସହନଶୀଳତା ଦେଖାଇବେ ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :