• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th October 2023: ଚାକିରିରେ ଶୁଭଫଳ,ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।

Pisces

ମୀନ

Monday 30 Oct 2023

ପୂ,ଭାଦ୍ରପଦ- କୈାଣସି ରୋଗରେ ସାମାନ୍ୟ କଷ୍ଟ ପାଇ ପାରନ୍ତି । ଯୋଗାଯୋଗ ଅଭାବ ହେତୁ ସମ୍ପର୍କୀୟଙ୍କ ମଧ୍ୟରେ ଦୂରତା ରହିପାରେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ ।

ଉ,ଭାଦ୍ରପଦ- ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କ୍ୟାରିୟରରେ ଭଲ ଫଳାଫଳ ପାଇବେ ।

ରେବତୀ- ଛାତ୍ରଛାତ୍ରି ମାନେ ଆଶାଜନକ ଫଳ ପାଇ ପାରିବେ ନାହିଁ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :