• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th October 2023: ଚାକିରିରେ ଶୁଭଫଳ,ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।

Gemini

ମିଥୁନ

Monday 30 Oct 2023

ମୃଗଶିରା- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଶିଳ୍ପ , ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ ।

ଆଦ୍ରା- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସ୍କୃତିକ ପରିବେଶରେ ଯୋଗ ଦାନ ଦେବେ । ବିଦ୍ୟାର୍ଥୀମାନେ ସଫଳତା ହାସଲ କରିବେ ।

ପୁନର୍ବସୁ- ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ ।

ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :