• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th October 2023: ଚାକିରିରେ ଶୁଭଫଳ,ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।

Cancer

କର୍କଟ

Monday 30 Oct 2023

ପୁନର୍ବସୁ- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ପୁଷ୍ୟା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ଅଶ୍ଲେଷା- ଆପଣଙ୍କ ସ୍ୱଭାବ ଆଖପାଖର ବାତାବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି । ଉଚ୍ଚଅଧିକାରୀ ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ।

ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :