• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th October 2023: ଚାକିରିରେ ଶୁଭଫଳ,ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।

Virgo

କନ୍ୟା

Monday 30 Oct 2023

ଉ,ଫାଲଗୁନି- ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘ ଦିନ ଧରି ରହିବେ ।

ହସ୍ତା- ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

ଚିତ୍ରା- ମହିଳା ମାନେ ଆନନ୍ଦମୟ ମୁହୂର୍ତ୍ତ କାଟିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :