• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th October 2023: ଚାକିରିରେ ଶୁଭଫଳ,ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।

Libra

ତୁଳା

Monday 30 Oct 2023

ଚିତ୍ରା- ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ ।

ସ୍ୱାତୀ- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ ।

ବିଶାଖା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟବ୍ୟସ୍ତ ରହିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ ।

ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :