• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th October 2023: ଚାକିରିରେ ଶୁଭଫଳ,ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।

Scorpio

ବିଛା

Monday 30 Oct 2023

ବିଶାଖା- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଉତ୍ସାହପୂର୍ଣ୍ଣ ହେବ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ ।

ଅନୁରାଧା- ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତ କରି ଉଚିତ୍ କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ ।

ଜ୍ୟେଷ୍ଠା- ମହିଳା ମାନେ ଆନନ୍ଦମୟ ମୁହୂର୍ତ୍ତ କାଟିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :