• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th October 2023: ଚାକିରିରେ ଶୁଭଫଳ,ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ...

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।

Sagittarius

ଧନୁ

Monday 30 Oct 2023

ମୂଳା- ପେଟ ଓ ରକ୍ତ ଜନିତ ଅସୁସ୍ଥତା ପରିଲକ୍ଷିତ ହେବ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ ।

ପୂ,ଷାଢା-ପିତା ମାତାଙ୍କ ସହିତ ସାମାନ୍ୟ ମନମାଳିନ୍ୟ ଦେଖାଦେଇପାରେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି,ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ଉ,ଷାଢା-ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିବ । ପୁରୁଣା ଋଣ ପରିଶୋଧ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।

ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :