• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Aries

ମେଷ

Tuesday 31 Oct 2023

ଅଶ୍ୱନୀ- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଦ୍ୱିଜା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ ।

କୃତିକା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :