• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Taurus

ବୃଷ

Tuesday 31 Oct 2023

କୃତିକା- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ ।

ରୋହିଣୀ- ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ ।

ମୃଗଶିରା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :