• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Aquarius

କୁମ୍ଭ

Tuesday 31 Oct 2023

ଧନିଷ୍ଠା- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।

ଶତଭିଷା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳା ମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ ।

ପୂ,ଭାଦ୍ରପଦ- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :