• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Pisces

ମୀନ

Tuesday 31 Oct 2023

ପୂ,ଭାଦ୍ରପଦ- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ ।

ଉ,ଭାଦ୍ରପଦ- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ

ରେବତୀ- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :