• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Gemini

ମିଥୁନ

Tuesday 31 Oct 2023

ମୃଗଶିରା- କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।

ଆଦ୍ରା- ପରୋକ୍ଷ ଶତ୍ରୁତା ଲାଗି ରହି ପାରନ୍ତି ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।

ପୁନର୍ବସୁ- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗୀ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :