• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Cancer

କର୍କଟ

Tuesday 31 Oct 2023

ପୁନର୍ବସୁ- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।

ପୁଷ୍ୟା- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।

ଅଶ୍ଲେଷା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲ୍ଲିତ ରହିବ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :