• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Leo

ସିଂହ

Tuesday 31 Oct 2023

ମଘା- ସ୍ୱାସ୍ଥ୍ୟ ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।

ପୂ,ଫାଲଗୁନି- ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।

ଉ,ଫାଲଗୁନି- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :