• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Virgo

କନ୍ୟା

Tuesday 31 Oct 2023

ଉ,ଫଳଗୁନି- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସାମାଜିକ ସହଯୋଗ ଲାଭ କରିବେ ।

ହସ୍ତା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ

ଚିତ୍ରା-ପିତୃ ପୁରୁଷ ସମ୍ପତିରୁ ଭାଗ ପାଇ ପାରନ୍ତି । ଓକିଲ ମାନଙ୍କ ପାଇଁ ଦିନଟି ଫଳପ୍ରଦ ରହିପାରେ । ନୂଆ କିଛି କରିବାର ଆଶା ଦେଖାଦେବ ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :