• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Libra

ତୁଳା

Tuesday 31 Oct 2023

ଚିତ୍ରା- ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।

ସ୍ୱାତୀ- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ ।

ବିଶାଖା- ଖେଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ନିଜ ମତକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହେବେ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :