• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Scorpio

ବିଛା

Tuesday 31 Oct 2023

ବିଶାଖା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ଅନୁରାଧା- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।

ଜ୍ୟେଷ୍ଠା- ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି ।

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :