• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Sagittarius

ଧନୁ

Tuesday 31 Oct 2023

ମୂଳା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।

ପୂ,ଷାଢା- ଆମଦାନୀ ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଉ,ଷାଢା- ମାଲି ମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ ।ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :