• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st October 2023: ସତର୍କ ରୁହନ୍ତୁ, ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି...

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ, ମଙ୍ଗଳବାର ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୩ୟା ରାତ୍ରି ୦୯.୩୦ ଗତେ ୪ର୍ଥୀ ,ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ ।

Capricorn

ମକର

Tuesday 31 Oct 2023

ଉ,ଷାଢା- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।

ଶ୍ରବଣା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।

ଧନିଷ୍ଠା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :