• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Sunday 08 Oct 2023

କୃତିକା- ଆଜି କାର୍ଯ୍ୟ ହାସଲ କାରଣରୁ ଖୁସି ଅନୁଭବ କରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ ପ୍ରତିଦାନରେ ପ୍ରଶଂସା ପାଇ ପାରିବେ ନାହିଁ। ପାରିବାରିକ ସମସ୍ୟା ବିଷୟରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ।

ରୋହିଣୀ- କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ । ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଆଜିର ପ୍ରତ୍ୟୁଷ ଯାତ୍ରାରେ ପ୍ରଥମାବସ୍ଥାରେ ବ୍ୟସ୍ତତା ଅନୁଭବ କରିବେ, କିନ୍ତୁ ପରକ୍ଷଣରେ ସବୁ ଠିକ୍ ହୋଇଯିବ ।

ମୃଗଶିରା- ସାଙ୍ଗଠନିକ କାର୍ଯ୍ୟ, ରାଜନୀତି, ପ୍ରଶାସନ ପାଇଁ ଦିନଟି ଭଲ । ଅବସର ସମୟ ମଧ୍ୟରେ ଆଳାପ ଆଲୋଚନାରେ ସମୟ କଟାଇବେ। ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ ।

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :