• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Sunday 08 Oct 2023

ଧନିଷ୍ଠା- ପାରିବାରିକ କ୍ଷେତ୍ର ଓ ଆନୁଷ୍ଠାନିକ କାମରେ କୌଣସି ଅସୁବିଧା ରହିବ ନାହିଁ । କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ଦରକାରୀ କାଗଜପତ୍ର ହଜାଇ ଦେଇପାରନ୍ତି ।

ଶତଭିଷା- ଉପରିସ୍ଥଙ୍କ ନିକଟରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ପ୍ରତ୍ୟୁଷ କାଳରେ ଆରମ୍ଭ କରିଥିବା କାମଟି ଯଥା ସମୟରେ ସମ୍ପନ୍ନ କରିପାରିବେ ।

ପୂ, ଭାଦ୍ରପଦ- ଅତୀତ ଘଟଣା, ସ୍ୱାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । କଚେରି ମାମଲା କିମ୍ବା ଆକସ୍ମିକ କଳହଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ସ୍ଥିର ମନନେଇ କାମକଲେ ସମସ୍ୟାର ସମାଧାନ ହୋଇଯିବ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :