• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Sunday 08 Oct 2023

ପୂ, ଭାଦ୍ରପଦ- ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।

ଉ, ଭାଦ୍ରପଦ- କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଜନା ମୁତାବକ ସଫଳତା ପାଇବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବେ। ଅଫିସରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।

ରେବତୀ- ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସିହସି କଥା କହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ, ସାମ୍ବାଦିକତା ଓ ଏଜେନଶିପରୁ ଖୁସି ରହିବେ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :